ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ ବଦଳି ହେଲା ଓଡିଶା ରାଜ୍ୟ କ୍ରୀଡା ସମ୍ମାନ
ଭୁବନେଶ୍ୱର: ବଦଳିଲା କ୍ରୀଡା ପୁରସ୍କାର ନାଁ । ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ ବଦଳି ହେଲା ଓଡିଶା ରାଜ୍ୟ କ୍ରୀଡା ସମ୍ମାନ । ପୂର୍ବରୁ ତାହା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ଥିଲା । କ୍ରୀଡା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଜାତୀୟ କ୍ରୀଡା ଦିବସରେ…
Read More...
Read More...