ଆଉ ନାହାନ୍ତି କାକଟପୁର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକ
କାକଟପୁର: ଆଉ ନାହାନ୍ତି କାକଟପୁର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକ। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁର ରାଜନୀତିରେ ଜଣେ ଲୋକପ୍ରିୟ ରାଜନେତା ଭାବେ…
Read More...
Read More...