ଜନତା ମୈଦାନରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା କାଲି ଜନତା ମୈଦାନରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତ ହୋଇଛି ଜନତା ମୈଦାନ । ଅପରାହ୍ନ ୪ଟା ୪୫ ରେ ଶପଥ ଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୁଧବାର ଅପରାହ୍ନ ୨ଟା୧୦ମିନିଟରେ…
Read More...
Read More...