Browsing Tag

Bhubaneswar

ଟ୍ୱିଟକରି ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ସବୁଠାରୁ ଦୀର୍ଘ ସମୟ ଧରି ଶାସନ କ୍ଷମତାରେ ରହିଲେ । ୨୪ ବର୍ଷ ୩ ମାସର ଲମ୍ବା ଶାସନ କାଳ । ଏହା ପରେ ଇସ୍ତଫା ଦେଇଛନ୍ତି ନବୀନ । ରାଜଭପନରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ…
Read More...

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)। ଏହା ବଦଳରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ବୁଧବାର ଏ ନେଇ ଘୋଷଣା କରିଛନ୍ତି। ମନମୋହନ କହିଛନ୍ତି, ବିଏସକେୱାଇ ଅଧୀନରେ ଜନସାଧାରଣଙ୍କୁ…
Read More...

ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡିଶା ପ୍ରଦେଶ କରିବା ପରେ ଅନ୍ୟ ଅଞ୍ଚଳ ଗୁଳିକ ସ୍ପର୍ଶ କରିବ । ଓଡିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ରହିଛି ଅନୁକୂଳ । ସାଧାରଣତଃ ଓଡିଶାରେ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ…
Read More...

ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନବୀନ ।ଚଳିତ ନିର୍ବାଚନରେ ବିଜେଡଇର ଦୁର୍ଗ ଭାଙ୍ଗିଯାଇଛି । ଦଳକୁ ମାତ୍ର ୫୧ଟି ଆସନ ମିଳିଛି । ଏମିତିକି ଖୋଦ ମୁଖ୍ୟମନ୍ତ୍ରୀ ୨ଟି ଆସନରେ ଲଢିଥିବାବେଲେ ଗୋଟିଏ ଆସନରେ…
Read More...

ରାଜେନ୍ଦ୍ର ସାହୁଙ୍କୁ ୮ ହଜାରରୁ ଅଧିକ ଭୋଟରେ ହରାଇଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଖୋର୍ଦ୍ଧା ନିର୍ବାଚନ ମଣ୍ଡଳିରେ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ଚାଲିଥିବା ଭୋଟ ଗଣତିରେ ଫଳାଫଳ ସାମ୍ନାକୁ ଆସିଛି । ପ୍ରତିଦ୍ୱୋନ୍ଦି ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ସାହୁଙ୍କୁ ୮ ହଜାରରୁ ଅଧିକ ଭୋଟରେ ହରାଇଲେ ପ୍ରଶାନ୍ତ ଜଗଦ୍ଦେବ । ସୂଚନା ଅନୁଯାୟୀ, ବୁଥ…
Read More...

ଭୁବନେଶ୍ୱର ଉତ୍ତର ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତ ବିଜୟୀ

ଭୁବନେଶ୍ୱର : ଭୁବନେଶ୍ୱର ମଧ୍ୟ ପରେ ଭୁବନେଶ୍ୱର (ଉତ୍ତର) ଆସନ ଜିତିଲା ବିଜେଡି । ଭୁବନେଶ୍ୱର ଉତ୍ତର ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତ ବିଜୟୀ ହେଇଛନ୍ତି । ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ରଙ୍କୁ ୧୨ ହଜାରରୁ ଅଧିକ ଭୋଟରରେ ହରାଇଛନ୍ତି…
Read More...

ଏକାମ୍ର ଭୁବନେଶ୍ୱରରେ ବାଜି ମାରିଲେ ବାବୁ ସିଂ

ଭୁବନେଶ୍ୱର: ଏକାମ୍ର ଭୁବନେଶ୍ୱରରେ ବାଜି ମାରିଲା ବିଜେପି । ଜିତିଲେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ । ବିଜେଡି ପ୍ରାର୍ଥୀ ଅଶୋକ ପଣ୍ଡାଙ୍କୁ ହରାଇ ଚଳିତ ନିର୍ବାଚନରେ ବିଜୟୀ ହେଇଛନ୍ତି ବାବୁ ସିଂ । ତେବେ ଏହି ଆସନରେ ପ୍ରଥମ ରାଉଣ୍ଡରୁ ହିଁ କଡ୍ଡା ଟକ୍କର ଦେଖିବାକୁ ମିଳିଥିଲା । ଆଉ…
Read More...

ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଝି ଆସନରେ ଆଗରେ ରହିଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ବର:  ଚାଲିଛି ଭୋଟ୍ ଗଣତି । ନିର୍ଦ୍ଧାରଣ ହେଉଛି ପ୍ରାର୍ଥୀ ଙ୍କ ଭାଗ୍ୟ । ଏହି ସଂଖ୍ୟା ଖେଳ ଭିତରେ କେତେବେଳେ କିଏ ଆଗକୁଯାଉଛି ତ କେତେବେଳେ ଆଉ କିଏ ପଛକୁ ଯାଉଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ନଜର ରହିଛି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦୁଇ ଆସନ ଉପରେ । ନବୀନ…
Read More...

ଟିଜିଟି ନିଯୁକ୍ତି ପାଇଁ ଆସନ୍ତା ୭ ତାରିଖରେ ପରୀକ୍ଷା ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍ଏସ୍ବି) ପକ୍ଷରୁ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ(ଟିଜିଟି) ନିଯୁକ୍ତି ପାଇଁ ଆସନ୍ତା ୭ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଡମିଟ୍ କାର୍ଡ ୱେବସାଇଟ୍ରେ ଉପଲବ୍ଧ ହୋଇଛି। ଆବେଦନକାରୀମାନେ ସେମାନଙ୍କ ମୋବାଇଲ୍ ନମ୍ବର ଓ ଜନ୍ମ ତାରିଖ ବ୍ୟବହାର…
Read More...

ତୀର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ୪ ଟି ବିଧାନସଭା କ୍ଷେତ୍ର ପାଇଁ ଜଗତସିଂହପୁର ସଦର ସ୍ଥିତ ଏସଭିଏମ କଲେଜ ପରିସରରେ ଭୋଟ ଗଣତି ହେଉଛି। ଅଳ୍ପ ସମୟ ବିଳମ୍ବରେ ସକାଳ ୮ ଟା ୩୦ ମିନିଟରୁ ଗଣତି ଆରମ୍ବ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲାଟ ପେପରର ଗଣତି ଆରମ୍ବ ହୋଇ ପରେ ଷ୍ଟ୍ରଙ୍ଗରୁମ ସିଲ…
Read More...