କୋଟିଆ ଗ୍ରାମ ପଞ୍ଚାୟତର ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ ‘କମିଟି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା ହେବା ପରେ ଏହାର ସମାଧାନ…
Read More...
Read More...