Browsing Tag

Bhubaneswar

ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: କିଏ କହେ ତାଙ୍କୁ ଏ ମାଟିର ବରପୂତ୍ର, ତ ଆଉ କିଏ କହେ ସେ କଳିଙ୍ଗ ବୀର, ହେଲେ କୋଟି କୋଟି ଓଡିଆଙ୍କ ପାଇଁ ସେ ଆଜି ବି ପ୍ରିୟର ବିଜୁ ବାବୁ । ଆଜି ପ୍ରବାଦପୁରୁଷ ମହାନ ଜନନାୟକ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ବିଜୁ ବାବୁଙ୍କ ଜୟନ୍ତୀରେ…
Read More...

ଜଳ ସମ୍ପଦ ବିଭାଗର ପ୍ରସ୍ତାବିତ ବୃହତ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରି ୫ଟି ବୃହତ୍‍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।  ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାରେ ଇବ…
Read More...

ନନ୍ଦନକାନନରେ ନୂତନ ପ୍ରାଣୀ ସଂଗ୍ରହ ପାଇଁ ‘ମେସର୍ସ ଗୀତାରାଣୀ ମହାନ୍ତି ଆଇରନ ଓର ମାଇନ୍ସ’ ପକ୍ଷରୁ ସହାୟତା ପ୍ରଦାନ

ଭୁବନେଶ୍ୱର : ନନ୍ଦନକାନନରେ ଜୈବ ବିବିଧତାକୁ ସମୃଦ୍ଧ କରିବା ପାଇଁ ଦେଶ  ବିଦେଶର ବିଭିନ୍ନ ଚିଡ଼ିଆଖାନାରୁ ନୂତନ ପ୍ରାଣୀ ସଂଗ୍ରହ ପାଇଁ ପଦକ୍ଷେପ  ନିଆଯାଉଛି। ଏଥିସହିତ ପୋଷ୍ୟ ପ୍ରାଣୀ କାର୍ଯ୍ୟକ୍ରମ ଜରିଆରେ ନନ୍ଦନକାନନ ପ୍ରାଣୀମାନଙ୍କର ଯତ୍ନ, ପାଳନପୋଷଣ ଏବଂ ଅନ୍ୟ ଚିଡ଼ିଆଖାନା ମାନଙ୍କରୁ…
Read More...

ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ସମୟରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟଣା : ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ…
Read More...

କିଟ୍ ଛାତ୍ରୀ ମୃତ୍ୟୁ ମାମଲା : ତଦନ୍ତ ପାଇଁ ଜାତୀୟ ମାନବ ଅଧିକାର ଆୟୋଗଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଜାତୀୟ ମାନବ ଅଧିକାର ଆୟୋଗ ପକ୍ଷରୁ କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ନିର୍ଦେଶ ନିଆଯାଇଛି । ଏକ ଟିମ ଗଠନ କରି କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୁତ୍ୟୁ ମାମଲାର ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନକୁ ଏନଏଚଆରସି ନିର୍ଦ୍ଦେଶ ଦେଇଛି । ଏହି ଟିମ…
Read More...

ଦ୍ୱିତୀୟ ଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହେଲେ ସୁର ରାଉତତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ

ଭୁବନେଶ୍ୱର : ବିବାହ ବନ୍ଧନରେ ବାନ୍ଧି ହେଲେ  ମନ୍ମଥ ରାଉତରାୟ । ସୁର ରାଉତତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଦ୍ୱିତୀୟ ଥର  ବିବାହ କରିଛନ୍ତି ।  ପ୍ରଥମ ବିବାହ ବିଚ୍ଛେଦ ପରେ ସେ ପଟିଆ ଅଞ୍ଚଳର ଜଣେ ଯୁବତୀଙ୍କୁ ଜୀବନସାଥୀ ବାଛିଛନ୍ତି । ମନ୍ମଥଙ୍କ ପତ୍ନୀଙ୍କ ନାଁ ହେଉଛି ରୋଜାଲିନ୍‌…
Read More...

ପି.ଏମ୍. ସୂର୍ଯ୍ୟଘର ଯୋଜନାରେ ଅଧିକ ଲୋକଙ୍କୁ ସାମିଲ କରିବା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସଭା ଭବନଠାରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‍ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଏବଂ ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ରାଜ୍ୟରେ ଅଧିକ…
Read More...

ତୃଣମୂଳ ସ୍ତରରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ବିକାଶ ଆମର ପ୍ରାଥମିକତା : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆଜି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ କ୍ରୀଡ଼ା ଓ ଯୁବସେବା ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଆଗାମୀ ଦିନରେ ବ୍ଲକ ସ୍ତରରେ ନିର୍ମାଣ ହେବାକୁ ଥିବା…
Read More...

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ, ଅପ୍ରେଲ ୨୪ ତାରିଖରେ ହେବ

ଭୁବନେଶ୍ୱର : ୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ,…
Read More...

ରାଜ୍ୟରେ ୩୮ ଡିଗ୍ରୀ ସେଲସିୟସ ପାର କଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେଠୁ ଡରାଇଲାଣି ଖରା । ୩୮ ଡିଗ୍ରୀ ସେଲସିୟସ ପାର କଲା ତାପମାତ୍ରା । ବୌଦ୍ଧ ଓ ବଲାଙ୍ଗିରରେ ରେକର୍ଡ କରିଛି ତାତି । ୩୮.୨ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି । ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୩୮ ଟପିଛି ତାପମାତ୍ରା । ଏଥିସହ ୧୧ଟି ସହରରେ ୩୭ ଟିପିଛି…
Read More...