ଶଙ୍ଖ ଭବନରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କଲେ ଦଳ ସଭାପତି ନବୀନ ପଟ୍ଟନାୟକ
ଭୁବନେଶ୍ୱର : ତ୍ୟାଗ ଓ ସେବାର ପ୍ରତୀକ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଶ ବିଜୁ ଜନତା ଦଳ, ଆଜି ଠାରୁ, ତାର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି । ଏହା ଦୁଇ ମାସ ଧରି ଚାଲିବ. ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ସଭ୍ୟ ଭାବେ ଏକାମ୍ର ନିର୍ବାଚନ ମଣ୍ଡଳୀ ରୁ…
Read More...
Read More...