Browsing Tag

bhubaneswr

ମଞ୍ଚେଶ୍ୱରରେ ଥିବା ଔଷଧ ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ; ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱରରେ ଥିବା ଔଷଧ ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ହୁହୁ ହୋଇ ଜଳିଗଲା ଔଷଧ ଗୋଦାମ । ଗତକାଲି ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛିା ଏହି ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ…
Read More...

ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ ନାହିଁ ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ପୂର୍ବବର୍ଷ ପରି ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ହେବେ ନାହିଁ। ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ କଟକରେ ମୁଖ୍ୟ ଅତିଥି ଭାବେ ପତାକା ଉତ୍ତୋଳନ କରିବାର ପରମ୍ପରାକୁ ମଧ୍ୟ ଏଥର ପାଳନ କରିବେ ନାହିଁ । ପଂଚାୟତ…
Read More...

ଗତ ୨୪ ଘଣ୍ଟାରେ ୧୦୦୫୯ ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶାରେ ଦୈନିକ ସଂକ୍ରମଣ ୧୦ ହଜାର ଟପିଲା। ଗତ ୨୪ ଘଣ୍ଟାରେ ୧୦୦୫୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୭୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ…
Read More...

କରୋନାରେ ଆକ୍ରାନ୍ତ ହେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ରାଜଧାନୀରେ ମାତିଛି କରୋନା ଆତଙ୍କ । ଏହାରି ମଧ୍ୟରେ କରୋନାରେ ସଂକ୍ରମିତ ହୋଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ। ଏନେଇ ସେ ନିଜେ ସୂଚନା ଦେଇଛନ୍ତି।…
Read More...

ରାଜ୍ୟରେ ଓମିକ୍ରନ୍ ସଂକ୍ରମିତ ସଂଖ୍ୟା ୯ କୁ ବୃଦ୍ଧି

(ଭୁବନେଶ୍ୱର) : ରାଜ୍ୟରେ ଓମିକ୍ରନ୍ର ସଂକ୍ରମିତ ବୃଦ୍ଧିକୁ ନେଇ ଆଶଙ୍କା ବୃଦ୍ଧି ପାଉଥିବା ବେଳେ ସରକାର ଧୀରେ ଧୀରେ ବିଦ୍ୟାଳୟ ଖୋଲିବାକୁ ନିଷ୍ପତି ନେଉଛନ୍ତି । ତେବେ ଏହାରି ମଧ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ସଂକ୍ରମିତ ୯ କୁ ବୃଦ୍ଧି…
Read More...

ଓମିକ୍ରନ ଭୟ : ରାଜ୍ୟ ସରକାରଙ୍କ ସହ ଆଲୋଚନା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ 

(ଭୁବନେଶ୍ୱର) : ଦେଶରେ କରୋନା ସଂକ୍ରମଣ ଓମିକ୍ରନ ବୃଦ୍ଧି ପାଇବାରେ ଲାଗିଛି । ଓମିକ୍ରନକୁ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏ ନେଇ  ରାଜ୍ୟ ସରକାରଙ୍କ ସହ ଆଲୋଚନା  କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । ଏହି ବୈଠକରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବଙ୍କ ସମେତ ବହୁ ବରିଷ୍ଠ…
Read More...