ଓଡିଶା ଅଭିଭାବକ ମହାସଂଘର ସମ୍ପୂର୍ଣ ସାକ୍ଷରତା ଅଭିଯାନ
ଭୁବନେଶ୍ୱର: ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ସଦା ସର୍ବଦା ନିରନ୍ତର ପ୍ରୟାସ ଚାଲୁ ରଖିବା ସହ କାର୍ୟ୍ୟ ଜାରି ରଖିଛି ଓଡିଶା ଅଭିଭାବକ ମହାସଂଘ। ରାଜ୍ୟରେ ତିନି ବର୍ଷର ସମସ୍ତ ପିଲା ପାଠ ପଢିବେ, ଅଧାରୁ ପାଠ ପଢ଼ା ଛାଡୁଥିବା ସବୁ ପିଲାମାନେ ପୁଣି ସ୍କୁଲକୁ ଫେରି ପାଠ ପଢିବେ, ଦାଦନ ଖଟିବାକୁ…
Read More...
Read More...