ବାତ୍ୟାକୁ ନେଇ ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର
ଭୁବନେଶ୍ୱର: ବାତ୍ୟା ଶୀ-ତ୍ରଙ୍ଗର ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ଓଡିଶା |ଏନେଇ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର । ଆଜି ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବାତ୍ୟା ମୁକାବିଲା…
Read More...
Read More...