୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ୭ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ।…
Read More...
Read More...