ସୋମବାର ସକାଳ ସାଢ଼େ ୧୦ଟା ଯାଏଁ ଗୃହ ମୁଲତବି
ଭୁବନେଶ୍ବର: ଓଡ଼ିଶା ଅଗ୍ନିଶମ ସେବା ସଂଶୋଧନ ବିଲ ବିଧାନସଭାରେ ଶନିବାର ପାରିତ ହୋଇଯାଇଛି। ଏଥି ସହିତ ଚଳିତ ଶୀତକାଳୀନ ଅଧିବେଶନର ତୃତୀୟ ଦିନର ବିଧାନସଭା କାର୍ଯ୍ୟ ଶେଷ ହୋଇଯାଇଛି। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଆସନ୍ତା ସୋମବାର ଦିନ ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ମୁଲତବି…
Read More...
Read More...