Browsing Tag

bidhana sabha

ବିଜେଡି ବିଧାୟକ ମାନେ ବିଧାନସଭା ଚତୃ ପାର୍ଶ୍ୱ ରେ ଗଙ୍ଗା ଜଳ ଛିଞ୍ଚି ପବିତ୍ର କଲେ

ଭୁବନେଶ୍ୱର: ବିଧାନସଭାର ପ୍ରଶ୍ନକାଳର ଆରମ୍ଭରୁ ବିଜେଡି ବିଧାୟକ ବିଧାନସଭା ଚାରିପଟେ ଗଙ୍ଗାଜଳ ଛିଞ୍ଚିଛନ୍ତି ।  ବିଧାନସଭା ଗୃହ ରେ ପୋଲିସ ପସାଇ ଗୃହ କୁ ଅପବିତ୍ର କରିଛନ୍ତି ସରକାର ଏହାର ପ୍ରତିବାଦ ରେ ବିଜେଡି ବିଧାୟକ ମାନେ ବିଧାନସଭା ଚତୃ ପାର୍ଶ୍ୱ ରେ ଗଙ୍ଗା ଜଳ ଛିଞ୍ଚି ପବିତ୍ର କଲେ।…
Read More...

ଲୋକସେବା ଭବନ କନଭେନସନ ହଲରେ ବସିବ ଅଧିବେଶନ ପୂର୍ବରୁ ପ୍ରାକ୍ ବଜେଟ ବୈଠକ

ଭୁବନେଶ୍ୱର: ରାଜ୍ୟ ବଜେଟ୍ ଅଧିବେଶନ ପୂର୍ବରୁ ବସିବ ପ୍ରାକ୍ ବଜେଟ୍ ବୈଠକ। ଏହି ଗୁରୁତ୍ବପୂର୍ଣ୍ଣ ବୈଠକର ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ଲୋକସେବା ଭବନ କନଭେନସନ ହଲରେ ବସିବ ବୈଠକ। ୨୦୨୫-୨୬ଆର୍ଥିକ ବର୍ଷ ପାଇଁ ହେବ ବିଚାର ବିମର୍ଶ ହେବ। ରାଜ୍ୟବାସୀଙ୍କ ସ୍ବାର୍ଥ…
Read More...

ଶୂନ୍ୟକାଳରେ ମାଲକାନଗିରି ଏବଂ କୋରାପୁଟରେ ବଡ ବର୍ଷା ଓ ବନ୍ୟା କ୍ଷୟକ୍ଷତି ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର:  ଶୂନ୍ୟକାଳରେ ମାଲକାନଗିରି ଏବଂ କୋରାପୁଟରେ ବଡ ବର୍ଷା ଓ ବନ୍ୟା କ୍ଷୟକ୍ଷତି ନେଇ ପ୍ରଶ୍ନ ଉଠାଇଲେ ପ୍ରତାପ ଦେବ | ପାଣି ପାଗ ସୂଚନା ଦିଆଯାଇଥିଲା ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟ, ରାୟଗଡା ରେ ବର୍ଷା ହୋଇ ବିଶେଷ କ୍ଷୟ କ୍ଷତି ହୋଇଛି | ମକା ଠାରୁ ଆରମ୍ବ କରି ବିଭିନ୍ନ…
Read More...

ବିଧାନସଭାର ଶୁନ୍ୟକାଳରେ ଉଠିଲା ଲକ୍ଷ୍ମୀ ବସ ଦୁର୍ନୀତି ପ୍ରସଙ୍ଗ

ଭୁବନେଶ୍ୱର:  ବିଧାନସଭାର ଶୁନ୍ୟକାଳରେ ଉଠିଲା ଲକ୍ଷ୍ମୀ ବସ ଦୁର୍ନୀତି ପ୍ରସଙ୍ଗ । ଏହି ପ୍ରସଙ୍ଗ ଉଠାଇ ବିଜେପି ବିଧାୟକ ବିଭୂତି ପ୍ରଧାନ କହିଛନ୍ତି ଲକ୍ଷ୍ମୀ ବସ ଚଳାଚଳ ରେ ୧୦ ମାସରେ ୩୭୪ କୋଟି ଟଙ୍କା କ୍ଷତି ହୋଇଛି । ସଂସ୍ଥା ମାନଙ୍କୁ ୧୫୦ କିଲୋମିଟର ହିସାବରେ ଟଙ୍କା ଦିଆଯାଉଛି ।…
Read More...

ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ବାଂଲାଦେଶ ଅନୁପ୍ରବେଶକାରୀ ଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ସମସ୍ତ ଜିଲ୍ଲାପାଳ ଓ ଏସ୍ପି ଙ୍କୁ ବାଂଲାଦେଶ ଅନୁପ୍ରବେଶକାରୀ ମାନଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ପାଇଁ ତହସିଲ,ବ୍ଲକ, ଥାନା ସ୍ତରରେ କମିଟି ଗଠନ ଗରିବା ପାଇଁ ମଧ୍ୟ ନିର୍ଦ୍ଦେଶ…
Read More...

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ

ଭୁବନେଶ୍ୱର: ଆଜି ବିଧାନସଭାର ଷଷ୍ଠ ଦିନରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଅଗ୍ନିବୀର ଓ ସେମାନଙ୍କ ୟୁନିଫର୍ମ ଉପରେ ସଂରକ୍ଷଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଗୃହରେ ପଢ଼ି ଶୁଣାଉଥିବା ବେଳେ ଗୃହରେ ଉଦବେଗ…
Read More...