Browsing Tag

Biju Janata Dal (BJD)

ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

ଭୁବନେଶ୍ୱର:ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୁଖ୍ୟ ନେଇ ରଣନୀତି ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧକ୍ଷତାରେ ବୈଠକ ବସିବ । ସଂସଦର ଅଧିବେଶନରେ…
Read More...

ଧର୍ମେନ୍ଦ୍ରଙ୍କ କଟାକ୍ଷର ଜବାବ ଦେଲେ ପ୍ରଣବ

ଭୁବନେଶ୍ୱର: ଧର୍ମେନ୍ଦ୍ରଙ୍କ କଟାକ୍ଷର ଜବାବ ଦେଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଟ୍ବିଟ୍ କରି ପୁଣି ଭିଡିଓ ପଠାଇ କହିଲେ,ବିଜେପି ଯୁବମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ୟ୍ୟ ଜଣେ…
Read More...

ନିର୍ବାଚନ ବେଳେ ରାଜନୀତି ହୁଏ, ନିର୍ବାଚନ ସରିଲେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର

ଭବନେଶ୍ୱର : ଲୋକଙ୍କ ସେବା ହେଉଛି ମୁଖ୍ୟ, ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର । ଏହା ଆମେ ସମସ୍ତେ ମନେ ରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୁଏ । ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ କାମ କରନ୍ତୁ। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହେଉଥିବା…
Read More...

ମଞ୍ଜୁଲତା କହଁର ହେଲେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର

ଭୁବନେଶ୍ୱର: ମଞ୍ଜୁଲତା କହଁର ହେଲେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ପ୍ରାର୍ଥୀ ଲମ୍ବା ଧାଡ଼ିରେ ଥିବା ସତ୍ୱେ ଏହି ପଦବୀ ପାଇଁ ଚୟନ ହୋଇଛନ୍ତି ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର ।ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇ ବିଏମସି…
Read More...