ପୁଞ୍ଜିପତିଙ୍କ ସହ ମୁହାଁମୁହିଁ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ: ଓଡି଼ଶାରେ ଅଧିକରୁ ଅଧିକ ପୁଞ୍ଜି ନିବେଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ଦିନିଆ ମୁମ୍ବାଇ ଗସ୍ତ କରିଛନ୍ତି। ସେଠାରେ ପୁଞ୍ଜିପତି ଓ ଶିଳ୍ପପତିମାନଙ୍କ ସହ ଆଲୋଚନା କରିବେ। ରାଜ୍ୟରେ ଆର୍ଥିକ ବିକାଶ ଓ ବ୍ୟାପକ ନିଯୁକ୍ତି ସୃଷ୍ଟି ଲାଗି ପୁଞ୍ଜିପତିମାନଙ୍କୁ ବୁଝାଇବେ।…
Read More...
Read More...