ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସଙ୍କର ବିଜେଡିକୁ ପୁନର୍ବାସ
ଭୁବନେଶ୍ୱର: ବରିଷ୍ଠ ନେତା ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ ପୁନର୍ବାର ବିଜେଡିରେ ସାମିଲ ହୋଇଛନ୍ତି। କିଛି ଦିନ ଧରି ସେମାନଙ୍କର ଦଳକୁ ଫେରିବା ନେଇ ଚର୍ଚ୍ଚା ଚାଲିଥିବା ବେଳେ, ଆଜି ଦେବୀ ମିଶ୍ର ଓ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେମାନେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ଏହି…
Read More...
Read More...