ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଆଜି ୬ ଘଣ୍ଟିଆ ପୁରୀ ବନ୍ଦ
ପୁରୀ: ଆଜି ୬ ଘଣ୍ଟିଆ ପୁରୀ ବନ୍ଦ । ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ଦେବା ଦାବିରେ ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରିବ ବିଜୁ ଜନତା ଦଳ । ବନ୍ଦ ପାଳନ ବେଳେ ଜରୁରୀକାଳିନ ସେବା ବ୍ୟତୀତ ଅନ୍ୟ ସମସ୍ତ ସେବା ବନ୍ଦ ରହିବ । ତେବେ ବଳଙ୍ଗା…
Read More...
Read More...