Browsing Tag

BJD

ବଢିଲା ରାଜନୀତି, ଶ୍ରୀମୟୀଙ୍କୁ ମନ୍ମଥଙ୍କ ଖୋଲା ଆହ୍ବାନ

ଭୁବନେଶ୍ଵର: ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟଙ୍କ ଆହ୍ବାନ । ନବୀନ ପଟ୍ଟନାୟକଙ୍କ ବିନା ଏବେ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ୍ ବୋଲି ସିଧାସଳଖ ଆହ୍ଵାନ ଦେଇଛନ୍ତି ବିଜେଡି ନେତା ମନ୍ମଥ ରାଉତରାୟ । ମନ୍ମଥ ଆହୁରି କହିଛନ୍ତି, ଏଭଳି ନେତା ବିଜେଡି ପାଇଁ ନିର୍ବାଚନରେ ବୀଭିଷଣ…
Read More...

ପୁଣି ରୋଷ ଝାଡ଼ିଲେ ଶ୍ରୀମୟୀ ମିଶ୍ର, କହିଲେ…

ଭୁବନେଶ୍ଵର: ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଲେ ଶ୍ରୀମୟୀ ମିଶ୍ର । ନବୀନ ବାବୁଙ୍କୁ କେବଳ ଦଳର ସଭାପତି ଭାବିନଥିଲି, ବାପା ଭାବୁଥିଲି । ମୋ ପ୍ରତି ଅପଶବ୍ଦ ପ୍ରୟୋଗ ନେଇ ନବୀନ ନିବାସ ଯାଇ ଜଣାଇଥିଲି । ଦଳର ସଭାପତି ସବୁ ଶୁଣିଲା ପରେ କହିଲେ ରାଜନୀତିରେ ଏପରି ଘଟେ । ଏହି ଘଟଣା ହିଁ…
Read More...

ମହଙ୍ଗା ପଡିଲା ଧୃତରାଷ୍ଟ୍ର ପ୍ରସଙ୍ଗ, ବିଜେଡିରୁ ଶ୍ରୀମୟୀ ମିଶ୍ର ସସ୍‌ପେଣ୍ଡ୍‌

ଭୁବନେଶ୍ଵର: ବିଜେଡିରୁ ଶ୍ରୀମୟୀ ମିଶ୍ର ସସ୍‌ପେଣ୍ଡ୍‌ । ମହିଳା ଶାଖାର ସାଧାରଣ ସମ୍ପାଦିକା ଥିଲେ ଶ୍ରୀମୟୀ । ବିଜେଡି ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଏହା କୁହାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ଏହା ସ୍ପଷ୍ଟ କରିଛନ୍ତି । ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ…
Read More...

ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ବିଧାୟକ ଆକାଶଦାସଙ୍କ କାଉଣ୍ଟର

ଯାଜପୁର: ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ବିଧାୟକ ଆକାଶଦାସଙ୍କ କାଉଣ୍ଟର । ଯାଜପୁର ଦେବକୀ ଓ କୋରେଇ ଯଶୋଦା ମା’ ମନ୍ତବ୍ୟକୁ କାଉଣ୍ଟର କଲେ ଆକାଶ । କ୍ଷମତାର ଶୀର୍ଷରେ ଥିଲା ବେଳେ କୋରେଇ ମାଆ କଥା ମନେ ପଡ଼ିଲାନି, କ୍ଷମତା ଗଲା ପରେ କୋରେଇ ବିକାଶ କଥା ମନେ ପଡ଼ିଲା କହି ତାଚ୍ଛଲ୍ୟ…
Read More...

ଆସନ୍ତା ୧୭ ତାରିଖ ଦିନ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜୁ ଜନତା ଦଳ

ଭୁବନେଶ୍ୱର:- ସାର ଅଭାବକୁ ନେଇ ରାଜ୍ୟର କୃଷକ ସମାଜ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ସାର ମହଜୁଦ ରହିଛି ବୋଲି ରାଜ୍ୟ ସରକାର ବାରମ୍ବାର ଦାବିକୁ ସମାଲୋଚନା କରି ସମବାୟ ବିଭାଗର ତଥ୍ୟ…
Read More...

ପତନ ମୁହାଁ ବିଜେଡି, ଇସ୍ତଫା ଦେଲେ ଛାତ୍ରନେତା ହରିଶଙ୍କର

ଭୁବନେଶ୍ଵର: ବିଜେଡି ଛାଡିଲେ ଛାତ୍ରନେତା ହରିଶଙ୍କର ରାଉତ । ସେ ଦଳ ଛାଡିବା ସହ ପାଣ୍ଡିଆନଙ୍କ ବିରୋଧରେ ବିଷୋଦଗାର କରିଛନ୍ତି । ସେ କହିଛନ୍ତି, ଛାତ୍ର ଓ ଯୁବ ସଭାପତି ଚୟନ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହୋଇଛି । ଏବେ ମଧ୍ୟ ବିଜେଡିକୁ କବ୍‌ଜା କରି ରଖିଛନ୍ତି । ଅଣଓଡିଆ ହୋଇ ଦଳକୁ ପରିଚାଳନା…
Read More...

ବିଜେଡିକୁ ଶକ୍ତ ଝଟକା, ଦଳ ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ

ଭୁବନେଶ୍ଵର: ପୁଣି ବିଜେଡିକୁ ଶକ୍ତ ଝଟକା । ଅସନ୍ତୋଷ ଝାଡି ଦଳ ଛାଡିଲେ ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲ୍ ବିହାରୀ ହିମରିକା । ଉଭୟଙ୍କ ସହ ଦଳର ବହୁ ନେତା ଓ କର୍ମୀ ମଧ୍ୟ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା…
Read More...

ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବନି ବିଜେଡି

ଭୁବନେଶ୍ଵର: ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବନି ବିଜେଡି । ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଅଛନ୍ତି । ତେଣୁ ଚର୍ଚ୍ଚା ହେଉଛି ଦିଲ୍ଲୀରୁ…
Read More...

୩ ଜିଲ୍ଲା ପାଇଁ ସଭାପତି ଘୋଷଣା କଲା ବିଜୁ ଜନତା ଦଳ

ଭୁବନେଶ୍ଵର: ୩ ଜିଲ୍ଲା ପାଇଁ ସଭାପତି ଘୋଷଣା କଲା ବିଜୁ ଜନତା ଦଳ । ଢେଙ୍କାନାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ପାଇଁ ନୂଆ ସଭାପତି ଘୋଷଣା । ନୃସିଂହ ଚରଣ ସାହୁଙ୍କୁ ଢେଙ୍କାନାଳ ଜିଲ୍ଲା ବିଜେଡି ସଭାପତି କରାଯାଇଥିବା ବେଳେ ଝିନ ହିକ୍‌କାଙ୍କୁ କୋରାପୁଟ ଜିଲ୍ଲା ବିଜେଡି ସଭାପତି ଏବଂ ଜଗନ୍ନାଥ…
Read More...

ଘୋଷଣା ହେଲା ବିଜେଡିର ସଭାପତି ଓ ସଭାନେତ୍ରୀ, ଈପସିତା ସାହୁଙ୍କୁ ମିଳିଲା ବଡ ଦାୟିତ୍ଵ

ଭୁବନେଶ୍ଵର: ଘୋଷଣା ହେଲା ବିଜେଡିର ସଭାପତି ଓ ସଭାନେତ୍ରୀ । ଚିନ୍ମୟ ସାହୁ ହେଲେ ବିଜୁ ଯୁବ ଜନତା ଦଳ (BYJD)ର ସଭାପତି ନିଯୁକ୍ତ । ସେହିପରି ଈପସିତା ସାହୁଙ୍କୁ ବିଜୁ ଛାତ୍ର ଜନତା ଦଳ (BCJD) ସଭାନେତ୍ରୀ ନିଯୁକ୍ତ । ନିଯୁକ୍ତି ପ୍ରଦାନ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏଥିସହ…
Read More...