ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ
ଭୁବନେଶ୍ୱର: ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କଲା ବିଜେଡି। ସମର୍ଥନ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ଵାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି। ସମର୍ଥନ ନେଇ ବିଜେଡି ପକ୍ଷରୁ ପ୍ରେସ୍ ରିଲିଜ ଜାରି ହୋଇଛି। ଅଶ୍ବିନୀ…
Read More...
Read More...