୪ ଜଣ ପୋଲିସଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ ବିଜେପି ମହିଳା ମୋର୍ଚ୍ଚା
(ଆଦର୍ଶ ରାଉତ): ନବୀନ ନିବାସ ଆଗରେ ବିଜେପି ମହିଳା ମୋର୍ଚ୍ଚାର ନେତ୍ରୀଙ୍କୁ ଅସଦାଚରଣ ଅଭିଯୋଗ। ୩ ରୁ ୪ ଜଣ ଏସିପିଙ୍କ ନାମରେ ମହିଳା ଥାନାରେ ଅଭିଯୋଗ ଆଣିଲେ ବିଜେପି ମହିଳା ମୋର୍ଚ୍ଚା । ମହିଳା ମୋର୍ଚ୍ଚାର କର୍ମୀ ଓ ନେତ୍ରୀଙ୍କୁ ପୁଲିସ ରାଜମହଲ ଛକରେ ଅଟକାଇଥିବା ବେଳେ କିଛି ନେତ୍ରୀ ଅଲଗା…
Read More...
Read More...