ଚତୁର୍ଥ ଥର ପାଇଁ ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ
ଭୁବନେଶ୍ଵର: ଚତୁର୍ଥ ଥର ପାଇଁ ବିଜେପି ରାଜ୍ୟ ସଭାପତି ଭାବେ ନିର୍ବାଚିତ ହେଲେ ମନମୋହନ ସାମଲ । ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ବାଲ ।…
Read More...
Read More...