କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ମୃତକଙ୍କ ମଧ୍ୟରେ ୪ ଓଡ଼ିଆ
ହାଇଦ୍ରାବାଦ: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା । ବିସ୍ଫୋରଣ ଘଟଣାରେ ୪ ଓଡ଼ିଆଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ନେଇ ସ୍ପଷ୍ଟ ହୋଇଛି । ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର । ତେବେ…
Read More...
Read More...