Browsing Tag

BMC

ବିଏମସି ଅଞ୍ଚଳରେ ଜବର ଦଖଲ ହୋଇଛି ୫୦୦ ଏକର ସରକାରୀ ଜମି

ବିଏମସି ଅଞ୍ଚଳରେ ଜବର ଦଖଲ ହୋଇଛି ୫୦୦ ଏକର ସରକାରୀ ଜମି । ବିଧାନସଭାରୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ବାପୁଜିନଗର, ଅଶୋକ ନଗର, ଗଙ୍ଗ ନଗର, ସହିଦ ନଗର, ସୂର୍ୟ୍ୟ ନଗର, ବମିଖାଲ, ଝାରପଡ଼ା, ପଟିଆ ଭଳି ଅଞ୍ଚଳରେ ପ୍ରଭାବଶାଳୀ ଜବର ଦଖଲ କରିଛନ୍ତି ସରକାରୀ ଜମି । ସେହି ଜମିକୁ ଜବର ଦଖଲ ମୁକ୍ତ…
Read More...

ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି: BMC

ଭୁବନେଶ୍ଵର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ…
Read More...

ଭୁବନେଶ୍ୱର ୟୁନିଟ ୩ ଶ୍ରୀୟା ଛକ ଠାରୁ ବ୍ଲାଇଣ୍ଡ ସ୍କୁଲ ରାସ୍ତାରେ ବିଏମସି ପକ୍ଷରୁ ବଡ଼ ଧରଣର ଉଚ୍ଛେଦ ଆରମ୍ଭ ହୋଇଛି

ଭୁବନେଶ୍ୱର:- ରାଜଧାନୀରେ ବୁଲିଲା ବୁଲ୍‌ଡୋଜର । ଭୁବନେଶ୍ୱର ଖାରବେଳ ନଗର ବସ୍ତି ଅଞ୍ଚଳରେ ବୁଲିଲା ବୁଲଡୋଜର । ୟୁନିଟ ୩ ଶ୍ରୀୟା ଛକ ଠାରୁ ବ୍ଲାଇଣ୍ଡ ସ୍କୁଲ ରାସ୍ତାରେ ବିଏମସି ପକ୍ଷରୁ ବଡ଼ ଧରଣର ଉଚ୍ଛେଦ ଆରମ୍ଭ ହୋଇଛି । ଖାରବେଳ ନଗର ଥାନା ପୋଲିସ, ବିଏମସି ଏନଫୋର୍ସମେଣ୍ଟ ସ୍କ୍ବାଡ ଓ…
Read More...

ଚିନ୍ତା ହେଲା ଦୁର, ଏଣିକି ଅଳିଆରୁ ବିଦ୍ୟୁତ ବାହାର କରିବ ବିଏମସି

ଭୁବନେଶ୍ଵର: ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି । ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ ଚିନ୍ତା…
Read More...

ପାର୍କିଂ ଜାଗାର ଦୁର୍ବ୍ୟବହାର ଯେମିତି ନ ହୁଏ ସେଥିପ୍ରତି ଧ୍ୟାନ ଦେବୁ: BMC କମିଶନର

ଭୁବନେଶ୍ଵର: ମଲ୍‌ରେ ଆଦାୟ ହେଉଥିବା ପାର୍କିଂ ଫି’କୁ ନେଇ BMCର ଆଭିମୁଖ୍ୟ ଅସ୍ପଷ୍ଟ । ଏହା ନିୟମ ନା ନିୟମ ନୁହେଁ କହି ହେବ ନାହିଁ କହିଲେ BMC କମିଶନର । ଏଯାଏଁ କୌଣସି ନିଷ୍ପତ୍ତି ନେଇନୁ, ଆଗକୁ ଆଲୋଚନା ପରେ ନିଷ୍ପତି ନେବୁ । ପାର୍କିଂ ବାବଦକୁ ଟଙ୍କା ନିଆଯିବା ଘଟଣା ବିଷୟରେ ଅବଗତ ଅଛୁ ।…
Read More...

ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ

ଭୁବନେଶ୍ୱର:- ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ । ଏନେଇ ବଡ ସୂଚନା ଦେଲେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ । ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି । ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ ବୋଲି ସେ କହିଛନ୍ତି । ଏନେଇ…
Read More...

ରାଜଧାନୀରେ ଆଉ ୨୫ ହଜାର ଆବାସ ନିର୍ମାଣ କରିବାକୁ ଯୋଜନା ରଖିଛି ବିଡିଏ

ଭୁବନେଶ୍ୱର:- ରାଜଧାନୀ ହେବ ବସ୍ତି ମୁକ୍ତ । ଏନେଇ ଅଣ୍ଟା ଭିଡ଼ିଛି ନଗର ଉନ୍ନୟନ ବିଭାଗ । ରାଜଧାନୀରେ ଆଉ ୨୫ ହଜାର ଆବାସ ନିର୍ମାଣ କରିବାକୁ ଯୋଜନା ହୋଇଛି । ଏନେଇ ମିଳିତ ଭାବେ ବିଡିଏ ଏବଂ ବିଏମ୍‌ସି  ୯୦ ଦିନ ଭିତରେ ଜାଗା ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲୋକସେବା ଭବନ…
Read More...

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

ଭୁବନେଶ୍ୱର:- ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍‌ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ। ବିଏମସି…
Read More...

ମୁହଁ ଖୋଲିଲେ ଜଗନ୍ନାଥ ପ୍ରଧାନ, କହିଲେ ସତ

ଭୁବନେଶ୍ଵର: ଶେଷରେ BMC ଆଟାକ୍‌ ଘଟଣାରେ ମୁହଁ ଖୋଲିରେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ମୋତେ BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଖରାପ ବ୍ୟବହାର କରିଥିଲେ ଜଗନ୍ନାଥ । ଜଣେ ସ୍ବଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ୍‌ କରିଥିଲି, ମୋତେ ତମେ କିଏ, କାହିଁକି ପଚାରୁଛ କହି…
Read More...

OASଙ୍କ ସାମୁହିକ ଛୁଟି ସ୍ଥଗିତ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଓହରିଲେ

ଭୁବନେଶ୍ଵର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ସାମୂହିକ ଛୁଟି ନିଷ୍ପତ୍ତିରୁ ଓହରିଲେ ଓଏଏସ ସଂଘ । ଗତକାଲି ରାତିରେ OAS ସଂଘ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ…
Read More...