ଗନ୍ଧମାର୍ଦ୍ଦନ ସୁରକ୍ଷା ଏକ୍ସନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
ବଲାଙ୍ଗୀର ଜିଲ୍ଲାର ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଧଣ୍ଡାମୁଣ୍ଡା ଗ୍ରାମରେ ଗାନ୍ଧମାର୍ଦ୍ଦନ ସୁରକ୍ଷା ଏକ୍ସନ କମିଟି ପକ୍ଷରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ଅଞ୍ଚଳର ଶତାଧିକ ପୁରୁଷ ଓ…
Read More...
Read More...