Browsing Tag

Boom Blast

ଗ୍ରେନେଡ୍ ଆକ୍ରମଣ ଏତେ ଭୟଙ୍କର ଥିଲା ଯେ ଘରର ପାର୍ଟିସନ୍ ଗୁରୁତର ଭାବରେ କ୍ଷତିଗ୍ରସ୍ତ ହୋଇଛି

ଚଣ୍ଡୀଗଡ଼-: ପଞ୍ଜାବର ଜଳନ୍ଧର ଜିଲ୍ଲାର ବିଜେପି ନେତା ମନୋରଞ୍ଜନ କାଳିଆଙ୍କ ବାସଭବନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି, ଯାହା ଫଳରେ ସ୍ଥାନୀୟ  ଅଞ୍ଚଳରେ ଆତଙ୍କ ଖେଳିଯାଇଛି ଏବଂ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି । ଏହି ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ କୌଣସି ଧନଜୀବନ ହାନି…
Read More...

ଘର ଭିତରେ ବିସ୍ଫୋରଣ ୬ ଆହତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା କୋଦଳା ଥାନା ବେହୁରବାଡ ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଏଥିରେ ୬ ଜଣ ଆହତ ହୋଇଥିବା ଜଣାପଡିଛି । ପ୍ରଥମେ ସମସ୍ତ ଆହତଙ୍କୁ କୋଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।…
Read More...