ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ…
Read More...
Read More...