ଖାତକୁ ଖସିପଡ଼ିଲା ବସ୍, ୧୧ ମୃତ ଓ ୮ ଗୁରୁତର
ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରର ପୁଞ୍ଚ୍ ଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସେଠାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ଶିକାର ହୋଇଛି । ବସଟି ଖାତକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ୮ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ପୁଞ୍ଚ୍ ଜିଲ୍ଲାର ବରେରି ନାଲ୍ଲହାଠାରେ ଏପରି…
Read More...
Read More...