୯ଟି ବିଭାଗର ୧୨ ପ୍ରସ୍ତାବକୁ ବାଜିଲା କ୍ୟାବିନେଟ୍ ମୋହର
ଭୁବନେଶ୍ଵର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Read More...
Read More...