Browsing Tag

Cabinet Metting

ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୁର୍ଣ୍ଣ ନିଷ୍ପତ୍ତି, ୪ଟି ପ୍ରସ୍ତାବ ଉପରେ ମୋହର

ଭୂବନେଶ୍ଵର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସତିବ ଉପସ୍ଥିତ ଥିଲେ। ବୈଠକରେ ୪ଟି…
Read More...

ରାଜ୍ୟ କ୍ୟାବିନେଟର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ, ଆଉ କିଛି ସମୟ ପରେ ବସିବ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅପରାହ୍ଣରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ତେଣୁ ଏହା ପୂର୍ବରୁ କ୍ୟାବିନେଟ୍ ବୈଠକରେ ବଡ଼ ଘୋଷଣା କରିପାରନ୍ତି ରାଜ୍ୟ…
Read More...

ସୋମବାର ବସିବ ରାଜ୍ୟ କ୍ୟାବିନେଟ ଗୁରତ୍ୱପୂର୍ଣ୍ଣ ବୈଠକ : ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିବ କ୍ୟାବିନେଟ ମୋହର!

ଭୁବନେଶ୍ୱର: ସୋମବାର ବସିବ ରାଜ୍ୟ କ୍ୟାବିନେଟ ଗୁରତ୍ୱପୂର୍ଣ୍ଣ ବୈଠକ । ସୋମବାର ଅପରାହ୍ଣରେ ଲୋକସେବା ଭବନରେ ବସିବ ବୈଠକ । ସେହିଦିନ ହିଁ ବସିବ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ | ଏଥିରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିବ କ୍ୟାବିନେଟ…
Read More...

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ; କ୍ୟାବିନେଟରେ ୧୨ଟି ବିଭାଗର ୧୭ଟି…

ଭୁବନେଶ୍ୱର : ଗତ ମଙ୍ଗଳବାର ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ 12ଟି ବିଭାଗର 17ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବାଚସ୍ପତିଙ୍କ ଅନୁମତିକ୍ରମେ ଗୃହର ମାନ୍ୟବର…
Read More...

୨୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାପଡିଛି । ସାମାଜିକ ଦୂରତା ବଜାୟ ରଖି ଆଜି ଭିଡିଓ କନଫରେନସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ଶେଷରେ…
Read More...

ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ବିଭିନ୍ନ ଅର୍ଡିନାଂସ୍‌କୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିପାରେ । ଏହାସହ କୃଷି, ସ୍ୱାସ୍ଥ୍ୟ, ଅର୍ଥ, ଶକ୍ତି, ପୂର୍ତ୍ତ, ରାଜସ୍ୱ ଭଳି ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ…
Read More...