Browsing Tag

cbi investigation

ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ଗିରଫ ହୋଇପାରନ୍ତି ଏଏସଏମ୍ ଓ ସିଗନାଲ ଇନଚାର୍ଜ

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ସିବିଆଇ ତଦନ୍ତ ଆରମ୍ଭ କରିଥିବା ବେଳେ ଏବେ ଦୁଇ ଜଣଙ୍କ ଭୂମିକାକୁ ନେଇ ଛାନଭିନ କରୁଛି ସିବିଆଇ । ଖୁବଶୀଘ୍ର ଗିରଫ ହୋଇପାରନ୍ତି ଏଏସ୍ଏମ୍ ଓ ସିଗନାଲ୍ ଇନଚାର୍ଜ । ବାହାନଗା ରେଳ ଦୁର୍ଘଟଣା ପଛରେ ବାହାନଗା ଷ୍ଟେସନର ଆସିଷ୍ଟାଣ୍ଟ ମ୍ୟାନେଜର…
Read More...

ବାହାନଗା ଟ୍ରେନ୍ ଟ୍ରାଜେଡିର ସିବିଆଇ ତଦନ୍ତ ନେଇ ସୂଚନା ଦେଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ

ଭୁବନେଶ୍ବର: ବାଲେଶ୍ୱର ବାହାନାଗା ଟ୍ରେନ ଦୁର୍ଘଟଣାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛି ରେଳବାଇ ବୋର୍ଡ । ଗଣମାଧ୍ୟମକୁ ଆଜି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହି ଭୟଙ୍କର ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା, କେଉଁମାନେ ଏଥି ପାଇଁ ଦାୟୀ ତାହାର ତଦନ୍ତ…
Read More...