ଆସନ୍ତା ବର୍ଷ ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ
ନୂଆଦିଲ୍ଲୀ-: ଆସନ୍ତା ବର୍ଷ ଠାରୁ ଅର୍ଥାତ୍ ୨୦୨୬ ମସିହା ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ। ସିବିଏସଇ ପକ୍ଷରୁ ଆସନ୍ତା ବର୍ଷ ୨୦୨୬ରୁ ବର୍ଷକୁ ୨ ଥର ଦଶମ ବୋର୍ଡ ପରୀକ୍ଷା ଆୟୋଜନ କରିବା ପାଇଁ ମାନଦଣ୍ଡଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହି ସୂଚନା…
Read More...
Read More...