କ୍ୱାରେଣ୍ଟାଇନ ସେଣ୍ଟରରେ ଲାଗିବ ସିସିଟିଭି
(ରିପୋଟର୍ସ ଟୁଡେ/ଭୁବନେଶ୍ୱର):ରାଜ୍ୟରେ କୋରୋନା ପରିସ୍ଥିତି ଗମ୍ଭୀର ରୂପ ନେଉଛି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେବି ୨୯୧ ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲ ରେ ଚିକିତ୍ସିତ ହେଉଛନ୍ତି । ୩…
Read More...
Read More...