Browsing Tag

Champai Soren

ବିଜେପିରେ ସାମିଲ ହେଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍

ନୂଆଦିଲ୍ଲୀ: ପଦ୍ମ ଧରିଲେ ଚମ୍ପାଇ ସୋରେନ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ବିଜେପିରେ ସାମିଲ ହୋଇଛନ୍ତି। ତେବେ ଆଜି ରାଞ୍ଚିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପିରେ ସାମିଲ ହୋଇଥିବା ସୂଚନା ରହିଛି । ତେବେ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ…
Read More...

ଆଜି ହୋଇପାରେ ବଡ ପରିବର୍ତ୍ତନ : ବିଜେପିରେ ଯୋଗ ଦେଇପାରନ୍ତି ଚମ୍ପାଇ ସୋରେନ !

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ରାଜନୀତିରେ ବଡ ହଲଚଲ । ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ଦିଳ୍ଲୀ ଗସ୍ତ ରାଜନୈତିକ ମହଲରେ ହଟଚମଟ ସୃଷ୍ଟି କରିଛି । ଚର୍ଚ୍ଚା ହେଉଛି ଯେ, ଆଜି ଜେଏମଏମ ଛାଡି ଚମ୍ପାଇ ସୋରେନ ବିଜେପିରେ ଯୋଗଦାନ କରିପାରନ୍ତି । ନିଜର ସମସ୍ତ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ…
Read More...

ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ଝାଡଖଣ୍ଡ: ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ । ରାଜଭବନରେ ପଦ ଓ ଗୋପନୀୟତାର ର ଶପଥ କରାଇଲେ ରାଜ୍ୟପାଳ । ତାଙ୍କ ସହ କଂଗ୍ରେସ ବିଧାୟକ ଅଲଗିର ଆଲାମ ଏବଂ ଆରଜେଡି ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଜମି ଦୁର୍ନୀତି ମାମଲାରେ ଗିରଫ ହେମନ୍ତ ସୋରେନଙ୍କ…
Read More...