ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ
ପୁରୀ/ ସଞ୍ଜୟ ମହାପାତ୍ର : ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଅପରାହ୍ନ ସାଢ଼େ ୫ଟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତା ରେ ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଛତିଷା ନିଯୋଗ…
Read More...
Read More...