୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର
ଭୁବନେଶ୍ୱର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୭ତାରିଖରେ ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବେ। ୨୮ ତାରିଖରେ ସେ ରଘୁରାଜପୁର, ଧଉଳି ଶାନ୍ତି ସ୍ତୂପ,…
Read More...
Read More...