Browsing Tag

Chief Minister

ସୋସିଆଲ ମିଡିଆରେ ଟ୍ୱିଟ୍ କରି ପଖାଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଖାଳ ଦିବସରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଆ ଖାଦ୍ୟ ସମ୍ଭାର ମଧ୍ୟରେ ପଖାଳର ସ୍ଥାନ ସର୍ବଦା ସ୍ୱତନ୍ତ୍ର । ପଖାଳ ସହ ଓଡିଆଙ୍କ ସମ୍ପର୍କ ବହୁ ପୁରାତନ ଏବଂ ଏହା ଆମ ଖାଦ୍ୟ ବିବିଧତାର ଅନ୍ୟ ପରିଚୟ ।ପାରମ୍ପାରିକ ଖାଦ୍ୟ ଭାବେ ପ୍ରତି…
Read More...

ଓଡିଶାବାସୀଙ୍କ ନିକଟକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଚିଠି ।ସାଢେ ଚାରି କୋଟି ଓଡିଶାବାସୀଙ୍କ ଭଲପାଇବା ଏବଂ ଅକୁଣ୍ଠ ବିଶ୍ୱାସ ବଳରେ ସେବା କରିବାର ସୁଯୋଗ ପାଇଥିବାରୁ କୃତଜ୍ଞତା ଜଣାଉଛି। ଆଉ କିଛି ଦିନ ଭିତରେ ରାଜ୍ୟବାସୀ ଦେଶର ରାଜନୀତିରେ ନୂଆ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି।…
Read More...

ଚୌଦ୍ୱାର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ: ଅଜି କଟକ – ଚୌଦ୍ୱାର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ଓଟଇଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ତେବେ ୩ହଜାର କୋଟି ଟଙ୍କା ବ୍ୟୟରେ ଓଟିଏମର ୪୭୮ ଏକର ଜମିରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବ । ଏହାଦ୍ୱାରା ୧୦ହଜାର…
Read More...

ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହା ସମାବେଶ…
Read More...

ପ୍ରଥମ ବିଶ୍ୱ ଓଡଆ ଭାଷା ସମ୍ମିଳନୀରେ ବିଶିଷ୍ଟ ଭାଷା ବିତ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନିତ କରିଛନ୍ତି…

ଭୁବନେଶ୍ୱର: ଆଜି ଠାରୁ ଆରମ୍ଭ ହୋଇଛି ବିଶ୍ୱ ଓଡଆ ଭାଷା ସମ୍ମିଳନୀ । ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସମସ୍ତେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ମାତୃଭାଷା ଓଡିଆର ପ୍ରଚାର, ପ୍ରସାର ଓ ବିକାଶ ପାଇଁ ରାଜ୍ୟ ସରକରା ଐତିହାସିକ…
Read More...

ଆଜି ଆଉ ୩ଟି ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ…
Read More...

ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିବେ…

ଭୁବନେଶ୍ଵର : ପ୍ରଥମ  ବିଶ୍ଵ  ଓଡିଆ  ଭାଷା  ସମ୍ମିଳନୀ  ଅବସରରେ  ବିଶିଷ୍ଟ  ଭାଷାବିତ୍ ଡକ୍ଟର  ଦେବୀପ୍ରସନ୍ନ  ପଟ୍ଟନାୟକ  ଙ୍କୁ  ପ୍ରଥମ ବିଶ୍ଵ  ଓଡିଆ  ଭାଷା  ସମ୍ମାନ ରେ  ସମ୍ମାନିତ  କରାଯିବ ।  ପ୍ରଥମ  ବିଶ୍ଵ  ଓଡିଆ  ଭାଷା  ସମ୍ମିଳନୀ  ଅବସରରେ  ମୁଖ୍ୟମନ୍ତ୍ରୀ  ଶ୍ରୀ  ନବୀନ …
Read More...

ସମଲେଇ ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ର

ଭୁବନେଶ୍ୱର: ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ମା’ ସମଲେଇ ପ୍ରକଳ୍ପ । ଆଜି କୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଲୋକାର୍ପିତ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ର ।ଔମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା…
Read More...

‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି।  ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ  ଚାଲିବ ସୂଚନା, ଶିକ୍ଷା ଓ ସଂଚାର (IEC) କାର୍ଯ୍ୟକ୍ରମ। ଲୋକମାନେ ପାଇବେ ବିକାଶର…
Read More...

ମୃତକଙ୍କ ଆତ୍ମୀୟଙ୍କୁ ୩ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।  ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ…
Read More...