Browsing Tag

Chief Minister

୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ…
Read More...

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ବର :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର…
Read More...

ଅଭିଯୋଗ ପତ୍ର ଗ୍ରହଣ ପାଇଁ ବ୍ୟବହାର ହୋଇଥିଲା ହେଲିକପ୍ଟର

ଭୁବନେଶ୍ୱର: ବିଧାନସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ବିବୃତିରେ କହିଛନ୍ତି ଯେ; କୋଭିଡ ସମୟରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଟକୁ ଲୋକେ ଆସିପାରୁ ନଥିଲେ, ଅଭିଯୋଗ ଦାଖଲ କରିପାରୁ ନଥିଲେ ଜ୍ଝ କୋଭିଡ ପରେ ଅଭିଯୋଗ କମ ଆସିଲା ତେଣୁ ସିଏମ ଅଭିଯୋଗ ପ୍ରକୋଷ୍ଟ ମୋ…
Read More...

ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସରି ଦିଲ୍ଲୀରୁ ଫେରୁଛନ୍ତି ନବୀନ

ଭୁବନେଶ୍ୱର: ଓଡିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସରି ଦିଲ୍ଲୀରୁ ଫେରୁଛନ୍ତି ନବୀନ । ଗତ ଶନିବାର ଦିଲ୍ଲୀ ସ୍ଥିତ ବସଭବନରେ ୮୦ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି ଲେଖିକା ଗୀତା ମେହେଟ୍ଟା । ତେବେ ଗତକାଲି ଲୋଧି ରୋଡ ଶ୍ମଶାନରେ…
Read More...

ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ କିଆଫୁଲ ଚାଷକୁ ଦିଆଯିବ ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ  ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀ ମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ସେ ସବୁର ସମାଧାନ ପାଇଁ…
Read More...

ଆଜି ବସ ଟର୍ମିନାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ: ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ଅପରାହ୍ନ ୪ଟା ୩୦ରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଥିବା ୧୨ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ସମସ୍ତ…
Read More...

ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର:  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ…
Read More...

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ଆଜି ସାକ୍ଷାତ କରିଛନ୍ତି l ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି l ଏହି ଦଳ ତାଙ୍କର ଆଶୁ ଆରୋଗ୍ୟ କାମନା କରି ମାନ୍ୟବର…
Read More...

ଜମି ଅଧିଗ୍ରହଣ ପରିବର୍ତ୍ତେ ଲୋକଙ୍କ ଠାରୁ ଆବଶ୍ୟକ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ , ଗତ ମାର୍ଚ୍ଚ ମାସ ୧୧, ୧୨…
Read More...

୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ

ଭୁବନେଶ୍ବର: ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି । ଏହି ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ – ଅନୁଗୁଳ ଜିଲ୍ଲା -…
Read More...