Browsing Tag

Chief Minister

ନିର୍ମାଣାଧୀନ ପୋଲ ଭାଙ୍ଗି ୫ ମୃତ : ଆତ୍ମୀୟଙ୍କୁ ୪ଲକ୍ଷ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର : ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁରରେ ଏକ ନିର୍ମାଣାଧୀନ ପେଲ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ ୫ ଜଣ ଙ୍କ ମୃତ୍ୟୁ ଘଟିଛି । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ…
Read More...

‘ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କରିଚନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ‘ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନର କନଭେନସନ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସହରାଞ୍ଚଳରେ  ଥିବା ସମସ୍ତ ଜଳାଶୟ ନବୀକରଣ ଏହି ଯୋଜନାର ମୁଖ୍ୟ ଉଦେଶ୍ୟ ରହିଛି। ‘ଆମ ପୋଖରୀ ଯୋଜନା’ରେ…
Read More...

ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମେନିଟିଜ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ ପ୍ଲାନର ଶିଳାନ୍ୟାସ । ଶେଷରେ ଏକ୍ରାମ ପ୍ରକଳ୍ପର ଡିଜାଇନ୍ ଦେଖିବା ସହିତ ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ଜଣ ପରିବାର ବର୍ଗଙ୍କୁ ସମ୍ମାନିତ କରାଯିବ। ଆଜି ରାତି…
Read More...

ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନା ରୁ ବିଷମ କଟକ ର ୨୦ଧର୍ମାନୁଷ୍ଠାନ ପାଇଁ ୧କୋଟି୫୦ଲକ୍ଷ

ବିଷମକଟକ/ ରବିନ୍ଦ୍ର କୁମାର ସାହୁ : ରାୟଗଡା ଜିଲ୍ଲା କୁ ସ୍ୱତନ୍ତ୍ର ସହାୟତା ଯୋଜନାରେ ମୁଖ୍ୟମନ୍ତ୍ରୀ ୧୫୫ଟି ପ୍ରକଳ୍ପ ପାଇଁ ୧୪କୋଟି ୮୧ଲକ୍ଷ ଟଙ୍କା ର ଅନୁଦାନ ରାଶି ପ୍ରଦାନ କରିଥିବା ବେଳେ ସେଥିରୁ ବିଷମ କଟକ ବ୍ଲକର ୨୦ ଟି ଧର୍ମାନୁଷ୍ଠାନ ପାଇଁ ୧କୋଟି ୫୦ଲକ୍ଷ ଟଙ୍କା ଅନୁଦାନ ରାଶି…
Read More...

ମୁଖ୍ୟମନ୍ତ୍ରୀ ସଡକ ଓ ଅବଢା ଯୋଜନାରେ ବଢ଼ିବ ଅନୁଦାନ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟ ବୈଠକରେ ୧୦ରୁ ଉର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିବ ସରକାରୀ ମୋହର । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଏକାଧିକ…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଆଜି ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବ ଉପରେ ବଜିବ ମୋହର । ଏହା ସହିତ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ହେବ…
Read More...

ମୁକ୍ତା ଯୋଜନାରେ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁକ୍ତା ଯୋଜନାରେ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ । ଏହି ମଚୟୁକ୍ତା ଯୋଗନାରେ ଆଉ ୧୦ ଟି ଜିଲ୍ଲାର ୪୨ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୧୮୩.୮୧କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରି । ଏହି ୧୦ ଜିଲ୍ଲା ହେଲା- ଗଞ୍ଜାମ, ଗଜପତି,…
Read More...

ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ୟ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି । ୭ଟି ଜିଲ୍ଲାର ମୃତକଙ୍କ…
Read More...

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସୁନ୍ଧରା ଯୋଜନା ରେ ପ୍ରଦାନ କରାଯାଉଥିବା ପଟ୍ଟା କୁ ଉଭୟ ସ୍ତ୍ରୀ ଓ ସ୍ୱାମୀ ଙ୍କ ନାମରେ ରେକର୍ଡ କରାଯାଉଛି ଏବଂ ସ୍ତ୍ରୀ ଙ୍କ ନାମ ରେ ପ୍ରଥମେ ସ୍ଥାନିତ କରାଯାଉଛି । ସେହିପରି…
Read More...

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଲା ଅଗ୍ରୀଆ ସମାଜ। ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ। ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର…
Read More...