ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟ ରେ ନୌକା ଦୁର୍ଘଟଣା ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।…
Read More...
Read More...