ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ…
Read More...
Read More...