Browsing Tag

chitfund

ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ ଫେରି ପାଇବେ ଟଙ୍କା: ମନମୋହନ

ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର କ୍ଷତିଗ୍ରସ୍ତ ଜମାକାରୀ ଫେରି ପାଇବେ ଟଙ୍କା । ଆସନ୍ତା ଜାନୁଆରୀ ୩୧ ତାରିଖ ସୁଦ୍ଧା କ୍ଷୁଦ୍ର ଜମାକାରୀମାନେ ସେମାନଙ୍କର ଜମା ଟଙ୍କା ଫେରି ପାଇବେ । ଏନେଇ ବଡ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।…
Read More...