ଚକଲେଟରେ ନିର୍ମାଣ ହୋଇଛି ଗଣେଶ ମୂର୍ତ୍ତି
ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗଣେଶ ପୂଜା। ଗଜାନନଙ୍କ ଆବାହନ ପାଇଁ ସାରା ଦେଶ ଉତ୍ସବ ମୁଖର ହୋଇଉଠିଛି । ରଙ୍ଗୀନ ତୋରଣ ଓ ସାଜସଜ୍ଜାରେ ପୂଜା ମଣ୍ଡପ ଶୋଭାପାଉଛି । ଚଳିତ ବର୍ଷ ବିନା କଟକଣାରେ ଗଜାନନଙ୍କ ପୂଜା ହେଉଛି । ଗଣେଶ ପୂଜା ପାଇଁ ସବୁଠି ଉତ୍ସାହ ଓ ଉତ୍କଣ୍ଠା । ହିନ୍ଦୁ ଧର୍ମରେ…
Read More...
Read More...