ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ବନ୍ଦ
(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଜୁଲାଇ ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ରହିବ । ଏ ନେଇ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଜୁନ୍ ୩୦ ଯାଏ ଲକ୍ଡାଉନ୍ ଅବଧି ବୃଦ୍ଧି କରାଯାଇଛି । ଏହାସହ କେନ୍ଦ୍ର ଗୃହ…
Read More...
Read More...