ରାଜ୍ୟରେ କମିବ ଶୀତ ଲହରି, ବଢିବ ତାପମାତ୍ରା
ଭୁବନେଶ୍ଵର: ବର୍ତ୍ତମାନ ରାଜ୍ୟର କିଛି କିଛି ସ୍ଥାନରେ ରାତି ତାପମାତ୍ରା ବଢୁଥିବା ବେଳେ ଅନ୍ୟ କିଛି ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତାକାଲିଠାରୁ ରାଜ୍ୟରେ ରାତି ପାରଦସ୍ତର ଧୀରେ ଧୀରେ ବଢ଼ିବା ଆରମ୍ଭ ହେବ। ଆସନ୍ତା ୪ ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ…
Read More...
Read More...