Browsing Tag

CM Mohan Chanran Majhi

ଚିଠି ଲେଖିଲେ ରାଜ୍ୟ ସରକାର, ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ। ଏନେଇ ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର । ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ ହେବ । ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡ଼ିଆରେ ହେବ ବୋଲି ଚିଠିରେ ଉଲ୍ଲେଖ…
Read More...

ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା

ଭୁବନେଶ୍ଵର: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ କଲେ ସରକାର । ଏ ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି…
Read More...

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କେଭି ସିଂ ଦେଓ, ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ଓ ସମବାୟ ମନ୍ତ୍ରୀ ପ୍ରଦୀପ…
Read More...

AI ର ସଫଳ ରୂପାୟନ ପାଇଁ ଅନୁଷ୍ଠିତ ହୋଇଛି AI Impact summit 2025

ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା କନ୍‌ଭେନସନ୍ ହଲରେ ଅନୁଷ୍ଠିତ ହୋଇ ଯାଇଛି AI Impact summit ୨୦୨୫ ଯାହା ଦୁଇଦିନ ଧରି ହେବାକୁ ଥିବାବେଳେ ଏଠାରେ ବଡ ସୂଚନା ଦେଇଛନ୍ତି ମନ୍ତ୍ରୀ , ଆଉ ତାହା ହେଲା ଖୁବ୍‌ଶୀଘ୍ର ଇଂରାଜୀ ଓ ହିନ୍ଦୀ ଭାଷା ପରି ଓଡିଆ ଭାଷାରେ ଆସିବ AI । ତେବେ ଆଜିର ଏହି…
Read More...

ଘଟଗାଁ ତାରିଣୀ ପୀଠ ପାଇଁ ୩୧୨ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ମା’ ତାରିଣୀ ପୀଠର ବିକାଶ…
Read More...

ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ମାମଲା ଫାଷ୍ଟଟ୍ରାକ୍‌ କୋର୍ଟକୁ ନେବୁ

ଦୁର୍ଗାପୁର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ଘଟଣା ପରେ ଝିଅ ଓ ପରିବାରର ମାନସିକ ସ୍ଥିତି ଭଲ ନାହିଁ । ଯେମିତି ଚିକିତ୍ସା ଯୋଗାଇବା କଥା ସେମିତି ଯୋଗା ଯାଇନାହିଁ । ଆମେ ଭଲ…
Read More...

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା

ଭୂବନେଶ୍ଵର: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି । ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ମଧ୍ୟ ବଢ଼ିଲା । ଆବେଦନ ଅବଧି ଅକ୍ଟୋବର ୨୪ ତାରିଖକୁ ବୃଦ୍ଧି କଲା ଉଚ୍ଚ ଶିକ୍ଷା…
Read More...

ବିଜେପିର ମିଶ୍ରଣ ପର୍ବରେ ଜୟ ଢୋଲକିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ

ଭୁବନେଶ୍ଵର: ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଜୟ ଗେରୁଆ ଦଳରେ ସାମିଲ ହୋଇଛନ୍ତି । ଦଳକୁ ଜୟଙ୍କୁ ସ୍ଵାଗତ କରିଛନ୍ତି…
Read More...

ପ୍ରତ୍ୟେକ ଗାଁରେ ହେବ ଭାଗବତ ଟୁଙ୍ଗିମାନଙ୍କର ପୁନଃରୁଦ୍ଧାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିମାନଙ୍କର ହେବ ପୁନଃରୁଦ୍ଧାର । ଶ୍ରୀମଦ୍ ଭାଗବତ ମହୋତ୍ସବରେ ଯୋଗ ଦେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସମାଜର ବିକାଶ ନିମନ୍ତେ ଯୁବପିଢ଼ି ଭାଗବତ ତତ୍ତ୍ୱକୁ ଗ୍ରହଣ କରିବା ଉଚିତ । ଶ୍ରୀମଦ୍ ଭାଗବତ ମହୋତ୍ସବ ଭକ୍ତି, ସମ୍ମାନ ଓ ମୌଳିକ ମୂଲ୍ୟକୁ ଦୃଢ଼…
Read More...

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା

ଭୁବନେଶ୍ଵର: ଦଶହରା ଦୁର୍ଗାମେଢ଼ଗୁଡ଼ିକୁ ଆର୍ଥିକ ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୦୮୫ ଦୁର୍ଗାମେଢ଼କୁ ଦିଆଯିବ ଆର୍ଥିକ ଅନୁଦାନ । ମୋଟ୍ ୭ କୋଟି ୧…
Read More...