ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ
ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ…
Read More...
Read More...