Browsing Tag

CM Mohan Majhi

ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ଵର: ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ । ସାଙ୍ଗରେ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ତେବେ ଏହି ଗସ୍ତ ଅବସରରେ ଦିଲ୍ଲୀରେ କେନ୍ଦ୍ର ନେତୃତ୍ୱଙ୍କୁ ଭେଟି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା…
Read More...

ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ତଦନ୍ତ ପରେ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନର

ପୁରୀ:- ପୁରୀ ଶରଧାବାଲି ଦଳଚକଟା ଘଟଣା । ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର । ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ତଦନ୍ତ ପରେ ରିପୋର୍ଟ ପ୍ରଦାନ କଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଲେ ଅନୁ ଗର୍ଗ । ଶରଧା ବାଲି ଅଘଟଣ ପରେ ତଦନ୍ତ କରି ମାସକ ମଧ୍ୟରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଲକ୍ଷର ଜୀବନବୀମା ପାଇବେ ସଫେଇ କର୍ମଚାରୀ

ଭୁବନେଶ୍ଵର: ସଫେଇ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଲୋକସେବା ଭବନରେ ‘ଗରିମା’ କାର୍ଯ୍ୟକ୍ରମରେ ସିଏମ୍‌ଙ୍କ ଘୋଷଣା । ୧୦ ଲକ୍ଷର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ସବୁ ସୁରକ୍ଷା ସତ୍ତ୍ବେ କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ମିଳିବ ୩୦ ଲକ୍ଷ । ଏଥିସହ ସମସ୍ତ…
Read More...

ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର: ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଲୋକସେବା ଭବନ କନଭେନସନ ହଲ୍‌ରେ ଶୁଭାରମ୍ଭ ହେଲେ ‘ଓଡ଼ିଶା ଟେକ୍ସ ୨୦୨୫’। ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ…
Read More...

ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର:- ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା…
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍

ଭୁବନେଶ୍ୱର:- ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି OISF ବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ୩ ଓ ୪ ନମ୍ବର OISF ବାଟାଲିୟନ ଭାବେ ନାମିତ ହେବ ।…
Read More...

ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି

ଭୁବନେଶ୍ୱର:- ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି। ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ ୪୦ଟି ବ୍ଲକ ଆକାଂକ୍ଷୀ ବ୍ଲକ ରେ ପରିଣତ ହୋଇଛି ।…
Read More...

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର:- ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର…
Read More...

ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକ ପ୍ରକାଶ କରି ରାଜ୍ୟପାଳ କହିଛନ୍ତି, ଛାତ୍ରୀଙ୍କ ମୃତ୍ୟୁ ଖବର ଶୁଣି ମୁଁ…
Read More...

ଘଟଣାର ତଦନ୍ତ ଆରମ୍ଭ ହୋଇ ସାରିଛି, ରିପୋର୍ଟ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର-: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ୱର ଫକିର ମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି…
Read More...