Browsing Tag

CM Mohan Majhi

ତିହିଡି ଗଣ୍ଡଗୋଳରେ ମୃତ୍ୟୁ ସନ୍ତୋଷଙ୍କ ପିଲାଙ୍କ ପାଠପଢା ଖର୍ଚ୍ଚ ସରକାର ବହନ କରିବେ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ଭଦ୍ରକ-: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳରେ ଗୁରୁତର ଆହତ ସନ୍ତୋଷ ପରିଡା ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି । ତବେ ସନ୍ତୋଷଙ୍କ ପିଲାଙ୍କ ପାଠପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା…
Read More...

ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ମାନ୍ୟବର ମୂଖ୍ୟମନ୍ତ୍ରୀଙ୍କୁ ୧୧ ଦଫା ଦାବିପତ୍ର ପ୍ରଦାନ

ସୁବର୍ଣ୍ଣପୁର- ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ସମୟରେ ଜିଲ୍ଲା ତଥା ରାଜ୍ୟରେ କାର୍ଯ୍ୟରତ ଥିବା ସମସ୍ତ ସାମ୍ବାଦିକଙ୍କ ସାମୁହିକ ସମସ୍ୟା ଓ ସ୍ୱାର୍ଥ ଉପରେ ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ମାନ୍ୟବର ମୂଖ୍ୟମନ୍ତ୍ରୀ ଙ୍କୁ ୧୧ ଦଫା…
Read More...

ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-:  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion…
Read More...

କଟକ ଖାନ୍‌ନଗର ନିର୍ମାଣଧୀନ ବ୍ରିଜ ଭୁଶୁଡ଼ିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି

ଭୁବନେଶ୍ବର-: କଟକ ଖାନ୍‌ନଗରରେ ବ୍ରିଜ୍ ନିର୍ମାଣ ସମୟରେ  ଘଟିଥିବା ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ସେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି । ମୃତକଙ୍କ…
Read More...

ପ୍ରତିମୂର୍ତ୍ତୀ ପୋଡିଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ ମାନସିକତାର ବ୍ୟକ୍ତି ହୋଇଥିବେ

ଭୁବନେଶ୍ୱର-: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ…
Read More...