Browsing Tag

cm naveen patanaik

ପଦ୍ମପୁର ଉପନିର୍ବାଚନ; ପ୍ରଚାର ମୈଦାନକୁ ଓହ୍ଲାଇଲେ ବିଜେଡି ସୁପ୍ରିମୋ ନବୀନ

ପଦ୍ମପୁର: ପଦ୍ମପୁର ମାଟିରେ ପାଦ ରଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ବର୍ଷା ସିଂ ବରିହାଙ୍କ ପାଇଁ ପଚାର କରିବେ ମୁଖ୍ୟମନ୍ତ୍ରୀ ।ତେବେ ଆଜି କଂଗ୍ରେସ ଏବଂ ବିଜେପିକୁ ମାତ ଦେବାପାଇଁ ବିଜେଡି ସୁପ୍ରିମୋ କରିବେ ନିର୍ବାଚନ ପ୍ରଚାର । ପାଇକମାଳ, ଝାରବନ୍ଧ ଆଉ ପଦ୍ମପୁରରେ ଆଜି ହେବ…
Read More...

ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟନ ହେଲା ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର । ଭୁବନେଶ୍ୱର ଶାଖା ଉଦ୍ଘାଟନ କରାଯାଇଛି । ଏକ ହଜାରରୁ ଉର୍ଦ୍ଧ୍ଵ କର୍ମଚାରୀ କ୍ଷମତାସମ୍ପର୍ଣ୍ଣ ଏହି ଡେଭେଲପମେଣ୍ଟ ସେଣ୍ଟର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ…
Read More...

ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ନିମନ୍ତେ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀ ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଟଙ୍କା ଅଟକଳ ରଖାଯାଇଥିବା ବେଳେ, ଅଲାରନାଥଙ୍କ ପାଇଁ ୮ କୋଟି…
Read More...

ବଙ୍ଗାଳି ଭାଷାରେ ଶିକ୍ଷକ ନିଯୁକ୍ତି କୁ ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଲା ଜିଲ୍ଲା ବଙ୍ଗାଳି ସମାଜ

ମାଲକାନଗିରି/ ସୂର୍ୟ୍ୟକାନ୍ତ ବେହେରା : ମାଲକାନଗିରି ଆଜି ଜିଲ୍ଲା ବଙ୍ଗାଳି ସମାଜ ପକ୍ଷରୁ ମାଲକାନଗିରି ବଙ୍ଗାଳି ସାମଜ କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମ୍ବର୍ଦ୍ଧନା କୁ ନେଇ ଧନ୍ୟବାଦ ଦେଲେ ଜିଲ୍ଲା ବଙ୍ଗାଳି ସମାଜର ପୁରୋଧା । ଦୀର୍ଘ ଦିନଧରି ମାଲକାନଗିରି ରେ ବସବାସ କରୁଥିବା ବହୁ…
Read More...

 ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।ଜଳସାଥୀ ମାନେ ସରକାରଙ୍କ…
Read More...

ଓଡିଶାର ଭାତ ହାଣ୍ଡି ପଦ୍ମପୁର

ବରଗଡ: ଓଡିଶା ଆଜି ବିକାଶର ମାର୍ଗରେ ପ୍ରଶସ୍ତ ହୋଇଛି । ସବୁଠାରେ ବିକାଶର ମାର୍ଗ କ୍ଷୀପ୍ର ଗତିରେ ଆଗେଇ ଚାଲିଛି । କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର ଏବଂ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆ ଅଧ୍ୟାୟ ଲେଖିଛି । ଏଥି ମଧ୍ୟରେ…
Read More...

ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗରେ ୮୦୪ କର୍ମଚାରୀ ନିଯୁକ୍ତ : ନବନିଯୁକ୍ତ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର : ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ୍ସ୍ୟ…
Read More...

ବଡ଼ବାହାଲୀ ଛକ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ଵର: ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ…
Read More...

ଶାରଳା ମନ୍ଦିର ଉନ୍ନତିକରଣ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୪୨ କୋଟିର ବଜେଟ ମଞ୍ଜୁର

ଭୁବନେଶ୍ୱର: ଶାରଳା ମନ୍ଦିର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶାରଳା ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟିର ବଜେଟକୁ ମଞ୍ଜୁର କରାଯାଇଛି ।ତେବେ ବର୍ଷକରେ ସରିବ ମନ୍ଦିର କାମ ।ତେବେ ଏହି ଖବରକୁ ନେଇ ସେବାୟତ ମହଲରେ ଉତ୍ସାହ ଓ…
Read More...

ପବିତ୍ର ଅକ୍ଷୟ ତୃତୀୟ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟର ମାଧ୍ୟମରେ ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ…
Read More...