Browsing Tag

cm naveen patanaik

ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଏହି ଅବସରରେ ସମସ୍ତଙ୍କୁ ଆନ୍ତରିକତା ସହ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର…
Read More...

ବିଜେଡିର ରାଜ୍ୟସଭା ରେସ୍- କାହାକୁ ବାଛିବେ ପାର୍ଟି ହାଇକମାଣ୍ଡ ନବୀନ

ଭୁବନେଶ୍ୱର: ବିଜେଡି ଶିବିରରେ ଆରମ୍ଭ ହୋଇଛି ରାଜ୍ୟସଭା ରେସ୍ । ଆସନ୍ତା ଜୁଲାଇରେ ସରୁଛି ୩ ଓଡିଆ ସାଂସଦଙ୍କ କାର୍ଯ୍ୟକାଳ । ଖାଲି ହେବ ଓଡିଶାର ୩ ରାଜ୍ୟସଭା ଆସନ । ଏଥି ସହିତ କଟକ ମେୟର ଭାବେ ନିର୍ବାଚିତ ହୋଇଥିବା ସୁବାସ ସିଂଙ୍କ ଆସନ ବି ହେବ ଖାଲି । ତେବେ ଏହି ୪ଟି ଆସନ ଆସନ ପାଇଁ କିଏ…
Read More...

ସବୁଠୁ କମ ଋଣ ନେବାରେ ଓଡ଼ିଶା ଦେଶର ନମ୍ବର-୧ ରାଜ୍ୟ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ଅର୍ଥନୀତି ପରିଚାଳନା କ୍ଷେତ୍ରରେ ଓଡିଶା ଦେଶରେ ଏକ ନମ୍ବର ରାଜ୍ୟ ବୋଲି ଅର୍ଥମନ୍ତ୍ରୀଙ୍କ ବଡ଼ ବୟାନ । ଅର୍ଥମନ୍ତ୍ରୀଙ୍କ କହିବା ଅନୁଯାୟୀ, ଋଣ କରି କେବଳ ବିକାଶ ମୂଳକ କାର୍ଯ୍ୟରେ ବିନିଯୋଗ କରାଯାଉଛି। ସବୁଠୁ କମ ଋଣ ନେବାରେ ଓଡିଶା ଆଗକୁ ନମ୍ବର ୱାନ୍ ରାଜ୍ୟ ହେବ। ମାର୍ଚ୍ଚ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଇଲେ ଅନେକ ସେବା ସଙ୍ଗଠନର ସଦସ୍ୟ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍, ଆଇପିଏସ୍ ଅଧିକାରୀ ଏବଂ ଅନେକ ସେବା ସଙ୍ଗଠନର ସଦସ୍ୟ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ନିକଟରେ ଅନୁଷ୍ଠିତ ପଞ୍ଚାୟତ ଏବଂ ସହରୀ ସ୍ଥାନୀୟ ବଡି ନିର୍ବାଚନରେ ​​ଚମତ୍କାର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶୁଭେଚ୍ଛା ପାଇଁ…
Read More...

ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ । ଓଡ଼ିଶାର ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ଆଦି ଦେଶ ବିଦେଶରେ ପରିଚିତ ହେବା ସହିତ ଓଡ଼ିଶାବାସୀଙ୍କ ନିମନ୍ତେ ସାତ ଦରିଆ ପାରିରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରୁଛି । ଆମ ଭାଷା ଆମର ପରିଚୟ ଓ ଗୌରବ । ତେବେ ଏହି…
Read More...

ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ପ୍ରମୁଖ ସ୍ୱାଗତ…
Read More...

୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାରି ମଧ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ ଯଥା ଇଞ୍ଜିନିୟର,…
Read More...